ମାଥିଉ 9:11 - ପବିତ୍ର ବାଇବଲ11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି? Viz kapitolaଓଡିଆ ବାଇବେଲ11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି" ? Viz kapitolaପବିତ୍ର ବାଇବଲ (CL) NT (BSI)11 କେତେଜଣ ଫାରୁଶୀ ଏହେ ସେଖି ଯୀଶୁଙ୍କ ଶିଷ୍ୟମାନଙ୍କ ପଚାରିଲେ, “ତୁମ ଗୁରୁ ଏଭଳି ଲୋକମାନଙ୍କ ସହିତ କାହିଁକି ଏକାଠି ବସି ଖାଉଛନ୍ତି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?” Viz kapitola |