Online Bible

- Reklamy -




ମାଥିଉ 9:19 - ପବିତ୍ର ବାଇବଲ

19 ଯୀଶୁ ଉଠିଲେ। ସେ ଅଧ୍ୟକ୍ଷଙ୍କ ସହିତ ସେଠାକୁ ବାହାରିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ସେଠାକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।

Viz kapitola kopírovat

ଓଡିଆ ବାଇବେଲ

19 ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ସଙ୍ଗେ ସଙ୍ଗେ ଯୀଶୁ ଉଠିଲେ ଏବଂ ସେ ଓ ତାଙ୍କ ଶିଷ୍ୟମାନେ ସେହି କର୍ମଚାରୀର ପଛେ ପଛେ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।

Viz kapitola kopírovat




ମାଥିଉ 9:19

Následuj nás:

Reklamy


Reklamy