ମାଥିଉ 9:24 - ପବିତ୍ର ବାଇବଲ24 ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ବାଳିକାଟି ତ ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ କହିଲେ, “ସମସ୍ତେ ଏଠାରୁ ବାହାରି ଯାଅ। ଝିଅଟି ମରି ନାହିଁ। କେବଳ ଶୋଇଛି।” ତାଙ୍କ କଥା ଶୁଣି ସେମାନେ ପରିହସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitola |