Online Bible

- Reklamy -




ମାଥିଉ 9:25 - ପବିତ୍ର ବାଇବଲ

25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ସେ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।

Viz kapitola kopírovat

ଓଡିଆ ବାଇବେଲ

25 କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ସେମାନେ ବାହାରି ଯିବା ପରେ ଯୀଶୁ ବାଳିକାର କୋଡରୀକୁ ଯାଇ ତା’ ହାତ ଧରି ଉହଠାଇଲେ ଓ ସେ ସଙ୍ଗେ ସଙ୍ଗେ ଉଠି ବସିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।

Viz kapitola kopírovat




ମାଥିଉ 9:25

Následuj nás:

Reklamy


Reklamy