ମାଥିଉ 9:27 - ପବିତ୍ର ବାଇବଲ27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, ଆମ୍ଭମାନଙ୍କୁ ଦୟା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ଵର କରି କହିବାକୁ ଲାଗିଲେ, ହେ ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitolaଓଡିଆ ବାଇବେଲ27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)27 ଯୀଶୁ ସେଠାରେ ପ୍ରସ୍ଥାନ କଳାବେଳେ ଦୁଇଜଣ ଅନ୍ଧ ତାଙ୍କ ଅନୁସରଣ କଲେ। ସେମାନେ ଚିତ୍କାର କରି କହୁଥିଲେ, “ହେ ଦାଉଦବଂଶଜ, ଆମକୁ ଦୟା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitola |