ମାଥିଉ 9:29 - ପବିତ୍ର ବାଇବଲ29 ତା'ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, ତୁମ୍ଭମାନଙ୍କ ବିଶ୍ଵାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ। Viz kapitolaଓଡିଆ ବାଇବେଲ29 ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ । Viz kapitolaପବିତ୍ର ବାଇବଲ (CL) NT (BSI)29 ସେତେବେଳେ ଯୀଶୁ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭର ବିଶ୍ୱାସ ଅନୁଯାୟୀ ତାହା ହେଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।” Viz kapitola |