ମାଥିଉ 9:33 - ପବିତ୍ର ବାଇବଲ33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ଭୂତ ଛଡ଼ାଯାଆନ୍ତେ, ସେହି ମୂକ କଥା କହିଲା। ସେଥିରେ ଲୋକସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। Viz kapitolaଓଡିଆ ବାଇବେଲ33 ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା । ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)33 ଯୀଶୁ ତା’ ଦେହରୁ ଭୂତଟିକୁ ବାହାର କରି ଦେବା ମାତ୍ର ସେ କଥା କହିବାକୁ ଲାଗିଲା। ସମସ୍ତେ ଆଶ୍ଚଯ୍ୟ ହୋଇ କହିଲେ, “ଇଶ୍ରାୟେଲ ଦେଶରେ ଆମେ ଏଭଳି କାର୍ଯ୍ୟ କେବେ ଦେଖି ନ ଥିଲୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। Viz kapitola |