ମାଥିଉ 9:4 - ପବିତ୍ର ବାଇବଲ4 ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ? Viz kapitolaଓଡିଆ ବାଇବେଲ4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ମନ କଥାଜାଣି ଯୀଶୁ କହିଲେ, “ତୁମେ କାହିଁକି ଏପରି ଦୁଶ୍ଚିନ୍ତା କରୁଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ? Viz kapitola |