ମାଥିଉ 9:5 - ପବିତ୍ର ବାଇବଲ5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା? Viz kapitolaଓଡିଆ ବାଇବେଲ5 କାରଣ କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ? Viz kapitolaପବିତ୍ର ବାଇବଲ (CL) NT (BSI)5 ‘ତୁମର ପାପ କ୍ଷମା ହୋଇଗଲା?’ ଏକଥା କହିବା ସହଜ ନା ‘ଉଠି ଚାଲି ଯାଅ’ କହିବା ଅଧିକ ସହଜ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା? Viz kapitola |