ମାଥିଉ 9:6 - ପବିତ୍ର ବାଇବଲ6 ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା'ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ। Viz kapitolaଓଡିଆ ବାଇବେଲ6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ । Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ପାପ କ୍ଷମା କରିବା ପାଇଁ ମଧ୍ୟ ମନୁଷ୍ୟପୁତ୍ରଙ୍କ ଅଧିକାର ଅଛି, ଏକଥା ତୁମ ଆଗରେ ପ୍ରମଣେ କରିବି।” ତା’ପରେ ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ବିଛଣା ଉଠାଇ, ଘରକୁ ଫେରିଯାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।” Viz kapitola |