ମୀଖା 1:14 - ପବିତ୍ର ବାଇବଲ14 ତେଣୁ ତୁମ୍ଭେ ଗାଥ୍ରେ ମୋରେଷତ୍କୁ ବିଦାୟକାଳୀନ ଦାନ ଦେବ। ଅକ୍ଷୀବର ଗୃହଗୁଡ଼ିକ ଇସ୍ରାଏଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ। Viz kapitolaଓଡିଆ ବାଇବେଲ14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ; Viz kapitola |