ମୀଖା 1:15 - ପବିତ୍ର ବାଇବଲ15 ହେ ମାରେଶା ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ବ୍ୟକ୍ତିକୁ ଆଣିବି, ଯିଏ କି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ। Viz kapitolaଓଡିଆ ବାଇବେଲ15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ। Viz kapitola |