ମୀଖା 1:3 - ପବିତ୍ର ବାଇବଲ3 ଦେଖ, ସଦାପ୍ରଭୁ ତାଙ୍କ ସ୍ଥାନରୁ ବାହାରି ଆସୁଛନ୍ତି। ସେ ଏହି ଭୂମିର ଉଚ୍ଚସ୍ଥାନମାନଙ୍କରେ ବିଚରଣ କରିବାକୁ ଓହ୍ଲାଇ ଆସୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ। Viz kapitolaଓଡିଆ ବାଇବେଲ3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ। Viz kapitola |