ମୀଖା 2:11 - ପବିତ୍ର ବାଇବଲ11 ଯଦି କିଏ ଜଣେ ମିଥ୍ୟା ପ୍ରଗ୍ଭର କରେ ତେବେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କହେ, “ଭବିଷ୍ୟତରେ ପ୍ରଚୁର ଦ୍ରାକ୍ଷାରସ ଓ କଡ଼ା ସୁରା ମିଳିବ” ତେବେ ଏହି ଲୋକମାନେ ମିଥ୍ୟା ଭବିଷ୍ୟଦ୍ବାଣୀକୁ ଗ୍ରହଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେବେ କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ। Viz kapitolaଓଡିଆ ବାଇବେଲ11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ। Viz kapitola |