ମୀଖା 2:7 - ପବିତ୍ର ବାଇବଲ7 ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚୟ କହିବା। କାରଣ ତୁମ୍ଭେମାନେ ଯେଉଁ ମନ୍ଦକାର୍ଯ୍ୟ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ଧୈର୍ଯ୍ୟ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ୍ କର୍ମ କରିବ, ଆମ୍ଭର ବାକ୍ୟ ତୁମ୍ଭ ପାଇଁ ମଙ୍ଗଳକର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ଯାକୁବ-ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? କି ଏହା କୁହାଯିବ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ? Viz kapitolaଓଡିଆ ବାଇବେଲ7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ? Viz kapitola |