ମୀଖା 2:9 - ପବିତ୍ର ବାଇବଲ9 ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସେମାନଙ୍କର ରମଣୀୟ ଗୃହଗୁଡ଼ିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ୟ ତୁମ୍ଭେ ସେମାନଙ୍କର ଛୋଟ ସନ୍ତାନମାନଙ୍କଠାରୁ ମୋର ଗୌରବ ଚିରଦିନ ପାଇଁ କାଢ଼ି ନେଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Viz kapitolaଓଡିଆ ବାଇବେଲ9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Viz kapitola |