ମୀଖା 3:4 - ପବିତ୍ର ବାଇବଲ4 ତେଣୁ ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ନିବେଦନ କରିବ, କିନ୍ତୁ ସେ କୌଣସି ଉତ୍ତର ଦେବେ ନାହିଁ। ଆଉ ମଧ୍ୟ ତୁମ୍ଭେମାନେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ। Viz kapitolaଓଡିଆ ବାଇବେଲ4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ। Viz kapitola |