ମୀଖା 3:6 - ପବିତ୍ର ବାଇବଲ6 “ଏଥିପାଇଁ ତୁମ୍ଭେମାନେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହେବ। ଭବିଷ୍ୟଦ୍ରେ କ’ଣ ଘଟିବ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହେବ। ସୂର୍ଯ୍ୟ ସେହି ଭବିଷ୍ୟଦ୍ବକ୍ତାଗଣଙ୍କ ଉପରେ ଅସ୍ତମିତ ହେବେ, ତେଣୁ ସେମାନଙ୍କ ପାଇଁ ଦିବସ ଅନ୍ଧକାର ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହେତୁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। Viz kapitolaଓଡିଆ ବାଇବେଲ6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। Viz kapitola |