ମୀଖା 5:1 - ପବିତ୍ର ବାଇବଲ1 ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ୟଦଳକୁ ଏକତ୍ରିତ କର। ସେମାନେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘେରି ରହନ୍ତୁ। ସେମାନେ ମଧ୍ୟ ଇସ୍ରାଏଲର ବିଗ୍ଭରକଙ୍କୁ ତାଙ୍କ ଗାଲରେ ବାଡ଼ି ସାହାଯ୍ୟରେ ଆଘାତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସୈନ୍ୟଦଳ-କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କରିବ; ସେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ତାଘାତ କରିବେ। Viz kapitolaଓଡିଆ ବାଇବେଲ1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। Viz kapitola |