ମୀଖା 5:15 - ପବିତ୍ର ବାଇବଲ15 କେତେକ ଲୋକ ଆମ୍ଭ କଥା ଶୁଣିବେ ନାହିଁ। କିନ୍ତୁ ଆମ୍ଭେ ଆପଣା କ୍ରୋଧ ପ୍ରକାଶ କରିବା ଏବଂ ସେହି ଲୋକମାନଙ୍କ ଉପରେ ପ୍ରତିଶୋଧ ନେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋ-ଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ତତାରେ ପରିଶୋଧ ନେବା। Viz kapitolaଓଡିଆ ବାଇବେଲ15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା। Viz kapitola |