ମୀଖା 6:1 - ପବିତ୍ର ବାଇବଲ1 ଶୁଣ, ସଦାପ୍ରଭୁ ଯାହା କହନ୍ତି, “ଉଠ ଏବଂ ତୁମ୍ଭର ଅଭିଯୋଗ ପର୍ବତମାନଙ୍କ ସମ୍ମୁଖରେ ଓ ସେହି ପାହାଡ଼ ଗୁଡ଼ିକ ସମ୍ମୁଖରେ ପ୍ରକାଶ କର, ଯେଉଁ ପାହାଡ଼ଗୁଡ଼ିକ ତୁମ୍ଭର କଥା ଶୁଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ। Viz kapitola |