Online Bible

- Reklamy -




ମୀଖା 6:14 - ପବିତ୍ର ବାଇବଲ

14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ହେବ ନାହିଁ। ତୁମ୍ଭେ ତଥାପି ଭୋକିଲା ଓ ଶୂନ୍ୟ ରହିବ। ତୁମ୍ଭେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ଚେଷ୍ଟା କରିବ ମାତ୍ର ତୁମ୍ଭ ସୁରକ୍ଷିତ ଲୋକମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେ ଭୋଜନ କରିବ , ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍‍ଗକୁ ଦେବା।

Viz kapitola kopírovat

ଓଡିଆ ବାଇବେଲ

14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।

Viz kapitola kopírovat




ମୀଖା 6:14

Následuj nás:

Reklamy


Reklamy