ମୀଖା 6:4 - ପବିତ୍ର ବାଇବଲ4 ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Viz kapitolaଓଡିଆ ବାଇବେଲ4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Viz kapitola |