Online Bible

- Reklamy -




ମୀଖା 6:5 - ପବିତ୍ର ବାଇବଲ

5 ହେ ଆମ୍ଭର ଲୋକମାନେ, ମୋୟାବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିୟୋରର ପୁତ୍ର ବିଲିୟମ୍ ତାଙ୍କୁ କି ଉତ୍ତର ଦେଇଥିଲେ, ତାକୁ ସ୍ମରଣ କର। ଶିଟୀ‌‌ମ୍‌‌ଠାରୁ ଗି‌ଲ୍‌ଗଲ୍ ପର୍ଯ୍ୟନ୍ତ ଯାହାସବୁ ଘଟିଯାଇଛି, ତାକୁ ମଧ୍ୟ ମନେ ପକାଅ। ତାହାହେଲେ ସଦାପ୍ରଭୁଙ୍କର ନ୍ୟାୟ କର୍ମ ବିଷୟରେ ତୁମ୍ଭେମାନେ ଜାଣି ପାରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।

Viz kapitola kopírovat

ଓଡିଆ ବାଇବେଲ

5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍‍ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”

Viz kapitola kopírovat




ମୀଖା 6:5

Následuj nás:

Reklamy


Reklamy