ମୀଖା 7:11 - ପବିତ୍ର ବାଇବଲ11 ସମୟ ଆସିବ ଯେତେବେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହେବ। ସେତେବେଳେ ତୁମ୍ଭ ରାଜ୍ୟ ଉନ୍ନତି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେଦିନ ବିଧାନ ଦୂରକୁ ଅନ୍ତରିତ ହେବ। Viz kapitolaଓଡିଆ ବାଇବେଲ11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ। Viz kapitola |