ମୀଖା 7:16 - ପବିତ୍ର ବାଇବଲ16 ଗୋଷ୍ଠୀସକଳ ସେହି ସମସ୍ତ ଆଶ୍ଚର୍ଯ୍ୟ କର୍ମ ଦେଖି ଲଜ୍ଜିତ ହେବେ। ସେମାନଙ୍କର “ପରାକ୍ରମ” ଆମ୍ଭ ତୁଳନାରେ କିଛି ନୁହେଁ ବୋଲି ସେମାନେ ଅନୁଭବ କରିବେ। ସେମାନେ ଚଳିତ ହୋଇ ନିଜ ନିଜ ମୁଖରେ ହସ୍ତ ଦେବେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ୍ତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ। Viz kapitolaଓଡିଆ ବାଇବେଲ16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ। Viz kapitola |