ମାର୍କ 1:15 - ପବିତ୍ର ବାଇବଲ15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର। Viz kapitolaଓଡିଆ ବାଇବେଲ15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର । Viz kapitolaପବିତ୍ର ବାଇବଲ (CL) NT (BSI)15 ସେ କହିଲେ, “ଉପଯୁକ୍ତ ସମୟ ଆସିଛି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ! ପାପ ପ୍ରତି ବିମୁଖ ହୋଇ ଏହି ଶୁଭବାର୍ତ୍ତାରେ ବିଶ୍ୱାସ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।” Viz kapitola |