Online Bible

- Reklamy -




ମାର୍କ 1:16 - ପବିତ୍ର ବାଇବଲ

16 ଯୀଶୁ ଗାଲିଲୀ ହ୍ରଦ ଦେଇ ଯିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମୋନ, ପିତରଙ୍କର ଏହା ଅନ୍ୟ ଏକ ନାମ। ସେହି ଦୁଇଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସେମାନେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ଗାଲିଲୀ ହ୍ରଦ କୂଳ ଦେଇ ଯିବାବେଳେ ଶିମୋନ ଓ ଆନ୍ଦ୍ରିୟ ଦୁଇ ଭାଇଙ୍କୁ ଜାଲ ପକାଇ ମାଛ ଧରୁଥିବାର ଦେଖିଲେ। ସେମାନେ ମତ୍ସ୍ୟଜୀବୀ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

Viz kapitola kopírovat




ମାର୍କ 1:16

Následuj nás:

Reklamy


Reklamy