Online Bible

- Reklamy -




ମାର୍କ 1:24 - ପବିତ୍ର ବାଇବଲ

24 “ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭକୁ ଧ୍ୱଂସ କରିଦେବାକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ବ୍ୟକ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି।

Viz kapitola kopírovat

ଓଡିଆ ବାଇବେଲ

24 ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 “ହେ ନାଜରିତୀୟ ଯୀଶୁ, ଆମ ସହିତ ତୁମର କି ସମ୍ପର୍କ? ତୁମେ କ’ଣ ଆମକୁ ଧ୍ୱଂସ କରିବାକୁ ଏଠାକୁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କଠାରୁ ଆଗତ ସେହି ପବିତ୍ର ବ୍ୟକ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।

Viz kapitola kopírovat




ମାର୍କ 1:24

Následuj nás:

Reklamy


Reklamy