ମାର୍କ 1:27 - ପବିତ୍ର ବାଇବଲ27 ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ଵିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି। Viz kapitolaଓଡିଆ ବାଇବେଲ27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)27 ଏଥିରେ ଲୋକମାନେ ଏତେ ଆଶ୍ଚର୍ଯ୍ୟାନ୍ୱି ହେଲେ ଯେ ପରସ୍ପର କୁହାକୁହି ହେଲେ, “ଏହା କ’ଣ? ଏହା କ’ଣ ଏକ ନୂଆ ଧରଣର ଶିକ୍ଷା? ଭୂତପ୍ରେତଙ୍କୁ ଆଦେଶ ଦେବା ପାଇଁ ଏହି ବ୍ୟକ୍ତିଙ୍କ ଅଧିକାର ଅଛି ଏବଂ ସେମାନେ ତାଙ୍କର ଆଦେଶ ପାଳନ କରୁଛନ୍ତି!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି। Viz kapitola |