Online Bible

- Reklamy -




ମାର୍କ 1:28 - ପବିତ୍ର ବାଇବଲ

28 ତେଣୁ ଯୀଶୁଙ୍କ ବିଷୟରେ ଗାଲିଲୀ ଅଞ୍ଚଳର ଗ୍ଭରିଆଡ଼େ ଖୁବ୍ ଶୀଘ୍ର ଖବର ବ୍ୟାପିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ତତ୍କ୍ଷଣାତ୍ ଗାଲିଲୀର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

Viz kapitola kopírovat

ଓଡିଆ ବାଇବେଲ

28 ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଏହାପରେ ଗାଲିଲୀ ପ୍ରଦେଶର ଚତୁର୍ଦ୍ଦିଗରେ ଯୀଶୁଙ୍କର ସୁଖ୍ୟାତି ଅତି ଶୀଘ୍ର ବ୍ୟାପିଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

Viz kapitola kopírovat




ମାର୍କ 1:28

Následuj nás:

Reklamy


Reklamy