ମାର୍କ 1:30 - ପବିତ୍ର ବାଇବଲ30 ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)30 ସେଠାରେ ପହଞ୍ଚିବାମାତ୍ରେ ସେ ଶୁଣିଲେ ଯେ ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଶାୟୀ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। Viz kapitola |