ମାର୍କ 1:34 - ପବିତ୍ର ବାଇବଲ34 ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଅନେକ ଲୋକଙ୍କୁ ଯୀଶୁ ସୁସ୍ଥ କରିଦେଲେ। ସେ ମଧ୍ୟ ଲୋକଙ୍କ ଦେହରୁ ଅନେକ ଭୂତାତ୍ମା ବାହାରି ଗ୍ଭଲି ଯିବାକୁ ବାଧ୍ୟ କଲେ, କିନ୍ତୁ ସେ କିଏ ବୋଲି ଭୂତମାନେ ଜାଣି ଥିବାରୁ ସେ ସେମାନଙ୍କୁ ପଦେ ହେଲେ କହିବାକୁ ସୁଯୋଗ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କି ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁଥିଲେ। Viz kapitolaଓଡିଆ ବାଇବେଲ34 ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ଯୀଶୁ ସୁସ୍ଥ କଲେ ଓ ଅନେକଙ୍କଠାରୁ ଭୂତ ଛଡ଼ାଇଲେ। ସେ ଭୂତମାନଙ୍କ କଥା କହିବାକୁ ଦେଉ ନ ଥିଲେ, କାରଣ ସେମାନେ ତାଙ୍କୁ ଚିହ୍ନିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ। Viz kapitola |