ମାର୍କ 1:35 - ପବିତ୍ର ବାଇବଲ35 ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)35 ପରଦିନ ସୂର୍ଯ୍ୟୋଦୟର ବହୁ ପୂର୍ବରୁ ଯୀଶୁ ଉଠି ଘରୁ ବାହାରିଗଲେ। ସେ ସହର ଛାଡ଼ି ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ପ୍ରାର୍ଥନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitola |