ମାର୍କ 1:37 - ପବିତ୍ର ବାଇବଲ37 ସେମାନେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, “ଲୋକେ ତୁମ୍ଭକୁ ଖୋଜୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ଵେଷଣ କରୁଅଛନ୍ତି। Viz kapitolaଓଡିଆ ବାଇବେଲ37 ସାକ୍ଷାତ୍ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)37 ତାଙ୍କୁ ଯାଇ ସେମାନେ କହିଲେ, “ସମସ୍ତେ ଆପଣଙ୍କୁ ଖୋଜୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି। Viz kapitola |