ମାର୍କ 1:44 - ପବିତ୍ର ବାଇବଲ44 “ମୁଁ ତୁମ୍ଭ ପାଇଁ ଯାହା କଲି ସେହି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦେହ ଦେଖାଅ। ତୁମ୍ଭେ ସୁସ୍ଥ ହୋଇ ଥିବାରୁ ମୋଶାଙ୍କ ଆଜ୍ଞା ଅନୁସାରେ, ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କର। ତୁମ୍ଭେ ସୁସ୍ଥ ହୋଇ ଯାଇଛ ବୋଲି ଲୋକମାନଙ୍କ ଆଗରେ ପ୍ରମାଣ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର। Viz kapitolaଓଡିଆ ବାଇବେଲ44 ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହି ସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର । Viz kapitolaପବିତ୍ର ବାଇବଲ (CL) NT (BSI)44 “ଶୁଣ, ଏକଥା କାହାକୁ କୁହ ନାହିଁ କିନ୍ତୁ ଧର୍ମଯାଜକଙ୍କ ନିକଟକୁ ଯାଅ। ସେ ତୁମକୁ ପରୀକ୍ଷା କରି ଦେଖନ୍ତୁ। ତା’ପରେ ତୁମେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛ ବୋଲି ଅନ୍ୟମାନଙ୍କ ନିକଟରେ ପ୍ରମାଣିତ କରିବା ପାଇଁ ମୋଶାଙ୍କ ନିର୍ଦ୍ଦେଶ ଅନୁଯାୟୀ ବଳି ଉତ୍ସର୍ଗ କର।” ଏହା କହି ଯୀଶୁ ତାକୁ ସଙ୍ଗେ ସଙ୍ଗେ ପଠାଇ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 “ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।” Viz kapitola |