ମାର୍କ 1:45 - ପବିତ୍ର ବାଇବଲ45 ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଆଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)45 କିନ୍ତୁ ଲୋକଟି ସେଠାରୁ ଚାଲିଯାଇ ଏହି କଥା ଚାରିଆଡ଼େ ରାଷ୍ଟ୍ର କରିଦେଲା। ସେ ଏହି ବିଷୟରେ ଏତେ କହି ବୁଲିଲା ଯେ, ଯୀଶୁ ପ୍ରକାଶ୍ୟରେ କୌଣସି ସହର ଭିତରକୁ ଯାଇ ପାରିଲେ ନାହିଁ। ତେଣୁ ସେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ତଥାପି ସବୁଆଡ଼ୁ ଲୋକମାନେ ତାଙ୍କ ନିକଟକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ। Viz kapitola |