ମାର୍କ 10:15 - ପବିତ୍ର ବାଇବଲ15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ। Viz kapitolaଓଡିଆ ବାଇବେଲ15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)15 ଏକଥା ମୁଁ ନିଶ୍ଚିତ ଭାବରେ କହୁଛି ଯେ, ଶିଶୁ ପରି ଜଣେ ଈଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବାକୁ ପ୍ରସ୍ତୁତ ନ ହେଲେ, ସେ ସେଥିରେ ପ୍ରବେଶ କରିପାରିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” Viz kapitola |