Online Bible

- Reklamy -




ମାର୍କ 10:22 - ପବିତ୍ର ବାଇବଲ

22 ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହୋଇଗଲା। ସେ ମନ ଦୁଃଖରେ ଫେରିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତା'ର ଧନ ନିଜ ପାଖରେ ରଖିବାକୁ ଗ୍ଭହୁଁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଏହି କଥାରେ ତାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।

Viz kapitola kopírovat

ଓଡିଆ ବାଇବେଲ

22 କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଏକଥା ଶୁଣିବାକ୍ଷଣି ସେହି ଲୋକର ମୁହଁରେ ବିଷାଦର ଛାୟା ଘୋଟିଗଲା ଏବଂ ସେ ଦୁଃଖରେ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା।

Viz kapitola kopírovat




ମାର୍କ 10:22

Následuj nás:

Reklamy


Reklamy