ମାର୍କ 10:24 - ପବିତ୍ର ବାଇବଲ24 ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର ! Viz kapitolaଓଡିଆ ବାଇବେଲ24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର ! Viz kapitolaପବିତ୍ର ବାଇବଲ (CL) NT (BSI)24 ଏହା ଶୁଣି ଶିଷ୍ୟମାନେ ବିସ୍ମିତ ହେଲେ। କିନ୍ତୁ ଯୀଶୁ ପୁଣି କହିଲେ, “ବତ୍ସଗଣ, ବାସ୍ତବିକ୍ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟସାଧ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର! Viz kapitola |