ମାର୍କ 10:25 - ପବିତ୍ର ବାଇବଲ25 ଜଣେ ଧନୀ ଲୋକର ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ, ଗୋଟିଏ ଛୁଞ୍ଚି କଣାରେ ଗଳି ଯାଇ ପାରିବା ସହଜ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ଯିବା ସହଜ। Viz kapitolaଓଡିଆ ବାଇବେଲ25 ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ । Viz kapitolaପବିତ୍ର ବାଇବଲ (CL) NT (BSI)25 ଧନୀ ଲୋକର ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅପେକ୍ଷା ଓଟର ସୂଚୀରନ୍ଧ୍ର ବାଟେ ପ୍ରବେଶ କରିବା ଅଧିକ ସହଜ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।” Viz kapitola |