Online Bible

- Reklamy -




ମାର୍କ 10:30 - ପବିତ୍ର ବାଇବଲ

30 ସେ ନିଶ୍ଚୟ ଆପଣାର ସେହି ଛାଡ଼ିଥିବା ବସ୍ତୁଠାରୁ ଶହେ ଗୁଣ ଅଧିକ ଇହକାଳରେ ପାଇ ପାରିବ। ସେ ଅଧିକ ଘରଦ୍ୱାର, ଭାଇ ଭଉଣୀ, ମା, ପିଲା ପିଲି, ଓ ଜମି ବାଡ଼ି ପାଇବ ଏବଂ ନିର୍ଯ୍ୟାତନା ସହିତ ସେ ଏହିସବୁ ଜିନିଷ ପାଇବ କିନ୍ତୁ ପରକାଳରେ ସେ ଅନନ୍ତ ଜୀବନ ଲାଭ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରିଲୋକ କେହି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଏପରିକି ଗୃହ, ଭ୍ରାତା, ଭଗିନୀ, ମାତା, ସନ୍ତାନସନ୍ତତି, ଜମି ବାଡ଼ିର ଶହେଗୁଣ ପାଇବା ସହିତ ନିର୍ଯ୍ୟାତନା ମଧ୍ୟ ଭୋଗିବ; କିନ୍ତୁ ସେ ପରକାଳରେ ଅନନ୍ତ ଜୀବନ ଲାଭ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।

Viz kapitola kopírovat




ମାର୍କ 10:30

Následuj nás:

Reklamy


Reklamy