ମାର୍କ 10:31 - ପବିତ୍ର ବାଇବଲ31 ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନକୁ ଗ୍ଭଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶେଷ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ପ୍ରଥମ ସ୍ଥାନକୁ ଗ୍ଭଲିଯିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ। Viz kapitolaଓଡିଆ ବାଇବେଲ31 କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)31 ଯେଉଁମାନେ ବର୍ତ୍ତମାନ ଆଗରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ପଛରେ ପଡ଼ିଯିବେ ଏବଂ ଯେଉଁମାନେ ଏବେ ପଛରେ ଅଛନ୍ତି; ସେମାନଙ୍କ ମଧ୍ୟରୁ ଅନେକେ ଆଗକୁ ଯିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।” Viz kapitola |