ମାର୍କ 10:34 - ପବିତ୍ର ବାଇବଲ34 ସେମାନେ ତାହାଙ୍କୁ ଉପହାସ କରିବେ ଓ ତାହାଙ୍କ ଉପରେ ଛେପ ପକାଇବେ। ତାହାଙ୍କୁ କୋରଡ଼ାରେ ପିଟିବେ ଓ ଶେଷରେ ମାରି ପକାଇବେ। କିନ୍ତୁ ମୃତ୍ୟୁଠାରୁ ତୃତୀୟ ଦିନରେ ସେ ପୁନରୁତ୍ଥାନ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ପୁଣି ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ଉତ୍ତାରେ ସେ ପୁନରୁତ୍ଥାନ କରିବେ। Viz kapitolaଓଡିଆ ବାଇବେଲ34 ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)34 ସେମାନେ ତାଙ୍କୁ ପରିହାସ କରିବେ। ତାଙ୍କ ଉପରେ ଛେପ ପକାଇବେ। ତାଙ୍କୁ କୋରଡ଼ାରେ ପ୍ରହାର କରିବେ ଏବଂ ହତ୍ୟା କରିବେ, କିନ୍ତୁ ତିନିଦିନ ପେ ରେ ମୃତ୍ୟୁଞ୍ଜୟୀ ହୋଇ ଉଠିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।” Viz kapitola |