Online Bible

- Reklamy -




ମାର୍କ 10:35 - ପବିତ୍ର ବାଇବଲ

35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ଦିନେ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଆମ ପାଇଁ କିଛି କରନ୍ତୁ, ଏହା ଆମେ ଚାହୁଁଛୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।

Viz kapitola kopírovat




ମାର୍କ 10:35

Následuj nás:

Reklamy


Reklamy