ମାର୍କ 10:38 - ପବିତ୍ର ବାଇବଲ38 ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)38 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର? Viz kapitolaଓଡିଆ ବାଇବେଲ38 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର ? Viz kapitolaପବିତ୍ର ବାଇବଲ (CL) NT (BSI)38 ଯୀଶୁ ସେମାନଙ୍କୁ କହିଲେ, “ତୁମେ କଅଣ ମାଗୁଛ, ବୁଝିପାରୁ ନାହଁ। ମୁଁ ଯେଉଁ ଦୁଃଖ ଭୋଗର ପାନପାତ୍ରରୁ ପିଇବାକୁ ଯାଉଛି, ସେଥିରୁ ତୁମେ ପାନ କରିପାରିବ? ମୁଁ ଯେପରି ଦୀକ୍ଷିତ ହେବାକୁ ଯାଉଛି, ସେହି ଦୀକ୍ଷା ତୁମ୍ଭେମାନେ କ’ଣ ଗ୍ରହଣ କରିପାରିବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?” Viz kapitola |