ମାର୍କ 10:4 - ପବିତ୍ର ବାଇବଲ4 ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ଉତ୍ତର ଦେଲେ, “ଛାଡ଼ପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ପାଇଁ ମୋଶା ଅନୁମତି ଦେଇଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। Viz kapitola |