ମାର୍କ 10:42 - ପବିତ୍ର ବାଇବଲ42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)42 ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ବିଜାତିମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ସେମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ। Viz kapitolaଓଡିଆ ବାଇବେଲ42 ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ଅଣଯିହୂଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୂଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ । Viz kapitolaପବିତ୍ର ବାଇବଲ (CL) NT (BSI)42 ଯୀଶୁ ସେମାନଙ୍କୁ ଏକତ୍ର ଡ଼ାକି କିହଲେ, “ତୁମ୍ଭେମାନେ ଜାଣ, ଏ ଜଗତରେ ଶାସକମାନେ ଲୋକମାନଙ୍କ ଉପରେ ପ୍ରଭୁପଣ ବିସ୍ତାର କରନ୍ତି ଓ ନେତାମାନେ ଅନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ। Viz kapitola |