ମାର୍କ 10:43 - ପବିତ୍ର ବାଇବଲ43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେକେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Viz kapitolaଓଡିଆ ବାଇବେଲ43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Viz kapitolaପବିତ୍ର ବାଇବଲ (CL) NT (BSI)43 କିନ୍ତୁ ତୁମେ ଏହି ନୀତିରେ ଚଳିବ ନାହିଁ। ତୁମ ଭିତରୁ ଜଣେ ଯଦି ବଡ଼ ହେବାକୁ ଚାହେଁ, ସେ ଅନ୍ୟମାନଙ୍କର ସେବକ ହେଉ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Viz kapitola |