ମାର୍କ 10:47 - ପବିତ୍ର ବାଇବଲ47 ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।” Viz kapitolaପବିତ୍ର ବାଇବଲ (Re-edited) - (BSI)47 ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ। Viz kapitolaଓଡିଆ ବାଇବେଲ47 ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)47 ନାଜରିତୀୟ ଯୀଶୁ ସେ ବାଟେ ଯାଉଛନ୍ତି ବୋଲି ଶୁଣି ସେ ଚିକ୍ରାର କରି କହିଲା, “ହେ ଦାଉଦ ବଂଶଧର ଯୀଶୁ, ମୋତେ ଦୟା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ। Viz kapitola |